ପ୍ରେରିତ 3:8 - ପବିତ୍ର ବାଇବଲ8 ସେ ନାଚି ନାଚି ଈଶ୍ୱରଙ୍କୁ ପ୍ରଶଂସା କରି ସେମାନଙ୍କ ସହିତ ଉପାସନା ମନ୍ଦିରକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ସେ କୁଦାମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି ଈଶ୍ଵରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା। Viz kapitolaଓଡିଆ ବାଇବେଲ8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ୱରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା । Viz kapitolaପବିତ୍ର ବାଇବଲ (CL) NT (BSI)8 ସେ କୁଦାମାରି ଉଠି ଠିଆ ହେଲା ଓ ଚାଲିବାକୁ ଲାଗିଲା। ତା’ପରେ ସେ ଚାଲୁ ଚାଲୁ, କୁଦା ମାରୁ ମାରୁ ଏବଂ ଈଶ୍ୱରଙ୍କ କରୁ କରୁ ସେମାନଙ୍କ ସଙ୍ଗେ ମନ୍ଦିରକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା। Viz kapitola |