ପ୍ରେରିତ 4:12 - ପବିତ୍ର ବାଇବଲ12 ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ। Viz kapitolaଓଡିଆ ବାଇବେଲ12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)12 କେବଳ ତାଙ୍କ ଦ୍ୱାରା ପରିତ୍ରାଣ ସମ୍ଭବ ହୋଇଛି। ସମଗ୍ର ବିଶ୍ୱ ଜଗତରେ ଥିବା ଅନ୍ୟ କୌଣସି ନାମ ଦ୍ୱାରା ମନୁଷ୍ୟ ପରିତ୍ରାଣ ପାଇପାରିବେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।” Viz kapitola |