ପ୍ରେରିତ 4:15 - ପବିତ୍ର ବାଇବଲ15 ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ, ଏ ଲୋକଗୁଡ଼ାକ ପ୍ରତି କଅଣ କରିବା? Viz kapitolaଓଡିଆ ବାଇବେଲ15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା ? Viz kapitolaପବିତ୍ର ବାଇବଲ (CL) NT (BSI)15 ତେଣୁ ସେମାନେ ଶିଷ୍ୟମାନଙ୍କୁ ସଭା ମଧ୍ୟରୁ ବାହାର କରି ଦେଇ ସେମାନଙ୍କ ବିଷୟରେ ପରସ୍ପର ମଧ୍ୟରେ ଆଲୋଚନା କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା? Viz kapitola |