ପ୍ରେରିତ 4:2 - ପବିତ୍ର ବାଇବଲ2 ସେମାନେ ରାଗି ଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ, ଓ ଯୀଶୁଙ୍କ ପୁନରୁତ୍ଥାନ ପରି ସବୁ ମୃତ ବ୍ୟକ୍ତିମାନଙ୍କର ଯେ ଉତ୍ଥାନ ହେବ, ଏହି କଥା ଘୋଷଣା କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ। Viz kapitolaଓଡିଆ ବାଇବେଲ2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେମାନେ ଉତ୍ତ୍ୟକ୍ତ ହେଲେ, କାରଣ ଯୀଶୁ ମୃତ୍ୟୁରୁ ଉଠିଥିଲେ ବୋଲି ପ୍ରେରିତ ଶିଷ୍ୟଦ୍ୱୟ ଶିକ୍ଷା ଦେଇ, ଏଥିଦ୍ୱାରା ମୃତମାନେ ପୁନର୍ଜୀବିତ ହୁଅନ୍ତି ବୋଲି ପ୍ରମାଣିତ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ। Viz kapitola |