Online Bible

- Reklamy -




ପ୍ରେରିତ 4:20 - ପବିତ୍ର ବାଇବଲ

20-21 ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।

Viz kapitola kopírovat

ଓଡିଆ ବାଇବେଲ

20 କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 କାରଣ ଆମେ ଯାହା ଦେଖିଛୁ ଓ ଶୁଣିଛୁ, ସେ ବିଷୟ ନ କହି ରହିପାରିବୁ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।

Viz kapitola kopírovat




ପ୍ରେରିତ 4:20

Následuj nás:

Reklamy


Reklamy