ପ୍ରେରିତ 4:24 - ପବିତ୍ର ବାଇବଲ24 ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ଵରଙ୍କ ନିକଟରେ ଉଚ୍ଚସ୍ଵରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ। Viz kapitolaଓଡିଆ ବାଇବେଲ24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)24 ବିଶ୍ୱାସୀମାନେ ସବୁକଥା ଶୁଣିବା ପରେ ସମସ୍ତେ ଏକତ୍ରିତ ହୋଇ ଈଶ୍ୱରଙ୍କ ନିକଟରେ ଏହି ପ୍ରାର୍ଥନା କଲେ, “ହେ ପ୍ରଭୁ! ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ। Viz kapitola |