Online Bible

- Reklamy -




ପ୍ରେରିତ 4:26 - ପବିତ୍ର ବାଇବଲ

26 ପୃଥିବୀର ରାଜାମାନେ ଯୁଦ୍ଧ ପାଇଁ ପ୍ରସ୍ତୁତି ଚଲାଇଲେ ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ଠିଆ ହେଲେ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି ଶାସନକର୍ତ୍ତା-ମାନେ ଏକତ୍ର ହେଲେ।

Viz kapitola kopírovat

ଓଡିଆ ବାଇବେଲ

26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ମସୀହଙ୍କ ବିରୁଦ୍ଧରେ ପୃଥିବୀର ରାଜାମାନେ ନିଜକୁ ପ୍ରସ୍ତୁତ କଲେ ଓ ଶାସକଗଣ ଏକତ୍ରିତ ହେଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।’

Viz kapitola kopírovat




ପ୍ରେରିତ 4:26

Následuj nás:

Reklamy


Reklamy