ପ୍ରେରିତ 4:33 - ପବିତ୍ର ବାଇବଲ33 ପ୍ରଭୁ ଯୀଶୁ ଯେ ପ୍ରକୃତରେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ଏହା ପ୍ରେରିତମାନେ ମହାଶକ୍ତିର ସହିତ ସାକ୍ଷ୍ୟ ଦେଲେ। ପରମେଶ୍ୱର ସମସ୍ତ ବିଶ୍ୱାସୀଙ୍କୁ ବହୁତ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା। Viz kapitolaଓଡିଆ ବାଇବେଲ33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)33 ମହାଶକ୍ତିରେ ପ୍ରେରିତ ଶିଷ୍ୟମାନେ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ ଏବଂ ଈଶ୍ୱର ସେମାନଙ୍କ ଉପରେ ପ୍ରଚୁର ଆଶୀର୍ବାଦ ଢାଳି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା। Viz kapitola |