ପ୍ରେରିତ 4:36 - ପବିତ୍ର ବାଇବଲ36 ଯୋଷେଫ ନାମରେ ଜଣେ ବିଶ୍ୱାସୀ ଥିଲେ। ପ୍ରେରିତମାନେ ତାହାଙ୍କୁ “ବର୍ଣ୍ଣବ୍ବା” ନାମରେ ଡାକୁଥିଲେ। ଏହି ନାମର ଅର୍ଥ, “ସାହାଯ୍ୟକାରୀ” ସେ କୁପ୍ରୀୟ ଜାତିର ଜଣେ ଲେବୀୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁଣି, ଯୋଷେଫ, ସେ ଲେବୀ ବଂଶଜାତ ଜଣେ କୁପ୍ରୀୟ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ, ଏହାର ଅର୍ଥ, ସାନ୍ତ୍ଵନାର ପୁତ୍ର), Viz kapitolaଓଡିଆ ବାଇବେଲ36 ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର), Viz kapitolaପବିତ୍ର ବାଇବଲ (CL) NT (BSI)36 ସାଇପ୍ରସ୍ରେ ଜନ୍ମଗ୍ରହଣ କରିଥିବା ଲେବୀବଂଶର ଯୋସେଫ, ଯାହାକୁ ପ୍ରେରିତ ଶିଷ୍ୟମାନେ ବର୍ଣ୍ଣବା ବୋଲି ନାମ ଦେଇଥିଲେ (ବର୍ଣ୍ଣବାର ଅର୍ଥ ସାନ୍ତ୍ୱନାର ପୁତ୍ର), Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍ ସାନ୍ତ୍ୱନାର ପୁତ୍ର), Viz kapitola |