ପ୍ରେରିତ 5:12 - ପବିତ୍ର ବାଇବଲ12 ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପ୍ରେରିତମାନଙ୍କ ହସ୍ତ ଦ୍ଵାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ତଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ତପରେ ଉପସ୍ଥିତ ହେଉଥିଲେ, Viz kapitolaଓଡିଆ ବାଇବେଲ12 ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)12 ପ୍ରେରିତ ଶିଷ୍ୟମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଆଶ୍ଚର୍ଯ୍ୟକର୍ମ ସାଧିତ ହେଉଥିଲା। ସମସ୍ତ ଖ୍ରୀଷ୍ଟବିଶ୍ୱାସୀ ଶଲୋମନଙ୍କ ମଣ୍ଡପରେ ଏକତ୍ର ହେଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ, Viz kapitola |