Online Bible

- Reklamy -




ପ୍ରେରିତ 5:20 - ପବିତ୍ର ବାଇବଲ

20 “ତୁମ୍ଭେମାନେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟରେ କୁହ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ଵନ୍ଧୀୟ ସମସ୍ତ କଥା କୁହ।

Viz kapitola kopírovat

ଓଡିଆ ବାଇବେଲ

20 "ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 “ଯାଅ, ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଏହି ନୂଆ ଜୀବନ ବିଷୟରେ ସମସ୍ତ କଥା କୁହ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।

Viz kapitola kopírovat




ପ୍ରେରିତ 5:20

Následuj nás:

Reklamy


Reklamy