ପ୍ରେରିତ 5:21 - ପବିତ୍ର ବାଇବଲ21 ଏହା ଶୁଣି ପ୍ରେରିତମାନେ ସକାଳୁ ମନ୍ଦିରକୁ ଯାଇ ଲୋକମାନଙ୍କୁ ଉପଦେଶ ଦେଲେ। ଏହି ସମୟରେ ମହାଯାଜକ ଓ ତାହାଙ୍କର ବନ୍ଧୁମାନେ ସେହି ମନ୍ଦିରର ଅନ୍ୟ ପାଖରେ ପହଞ୍ଚି ଇସ୍ରାଏଲର ବିଶିଷ୍ଟ ଲୋକମାନଙ୍କର ଏକ ସଭା ଡାକିଲେ। ସେମାନେ ପ୍ରେରିତମାନଙ୍କୁ କାରାଗାରରୁ ଆଣିବା ପାଇଁ କିଛି ଲୋକଙ୍କୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ। Viz kapitolaଓଡିଆ ବାଇବେଲ21 ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ପ୍ରେରିତ ଶିଷ୍ୟମାନେ ତାଙ୍କ କଥା ମାନି ଉଷା କାଳରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ପ୍ରଧାନ ଯାଜକ ଓ ତାଙ୍କ ସହକର୍ମୀମାନେ ମହାସଭାର ଏକ ପୂର୍ଣ୍ଣ ବୈଠକ ପାଇଁ ସମସ୍ତ ଇହୁଦୀ ନେତାମାନଙ୍କୁ ଡକାଇ ଆଣିଲେ ଏବଂ ତା’ପରେ ପ୍ରେରିତ ଶିଷ୍ୟମାନଙ୍କୁ ସେହି ସଭାରେ ଉପସ୍ଥିତ କରାଇବା ପାଇଁ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ। Viz kapitola |