ପ୍ରେରିତ 5:24 - ପବିତ୍ର ବାଇବଲ24 ଏ କଥା ଶୁଣି ମନ୍ଦିରର ସେନାପତି ଓ ମହାଯାଜକ ବିବ୍ରତ ହୋଇପଡ଼ିଲେ ଓ “ଏହାର ପରିଣାମ କ’ଣ ହେବ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ହତବୁଦ୍ଧି ହେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ24 ଏହି ସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କ'ଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)24 ଏକଥା ଶୁଣି ପ୍ରଧାନ ଯାଜକ ଓ ମନ୍ଦିର ପ୍ରହରୀମାନଙ୍କ ଦାୟିତ୍ୱରେ ଥିବା କର୍ମଚାରୀ ସ୍ତମ୍ଭୀଭୂତ ହେଲେ। ପ୍ରେରିତ ଶିଷ୍ୟମାନଙ୍କ ପ୍ରତି କଅଣ ଘଟିଛି, ସେମାନେ ବୁଝିପାରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ। Viz kapitola |