ପ୍ରେରିତ 5:33 - ପବିତ୍ର ବାଇବଲ33 ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏହି କଥା ଶୁଣି ସେମାନେ ମର୍ମାହତ ହେଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ33 ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)33 ମହାସଭାର ସଦସ୍ୟମାନେ ଏହି କଥା ଶୁଣି ଏତେ ଉତ୍ତ୍ୟକ୍ତ ହେଲେ ଯେ, ସେମାନେ ଶିଷ୍ୟମାନଙ୍କୁ ମାରିଦେବା ପାଇଁ ଚାହିଁଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ। Viz kapitola |