Online Bible

- Reklamy -




ପ୍ରେରିତ 5:42 - ପବିତ୍ର ବାଇବଲ

42 ପ୍ରେରିତମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଏହି ସୁସମାଗ୍ଭର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସେମାନେ ପ୍ରଗ୍ଭର କାର୍ଯ୍ୟ ଆଦୌ ବନ୍ଦ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ଆଉ, ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାରୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାରୁ କ୍ଷା; ହେଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

42 ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

42 ପୁଣି ସେମାନେ ପ୍ରତିଦିନ ମନ୍ଦିରରେ ଓ ଲୋକମାନଙ୍କ ଗୃହରେ ମସୀହ ଯୀଶୁଙ୍କ ବିଷୟରେ ଶୁଭବାର୍ତ୍ତା ପ୍ରଚାର କଲେ ଓ ଶିକ୍ଷା ଦେବାକୁ ଲାଗିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।

Viz kapitola kopírovat




ପ୍ରେରିତ 5:42

Následuj nás:

Reklamy


Reklamy