ପ୍ରେରିତ 5:5 - ପବିତ୍ର ବାଇବଲ5 ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ ପାଇଲେ। Viz kapitolaଓଡିଆ ବାଇବେଲ5 ଏହି ସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)5 ହନନୀୟ ଏହି କଥା ଶୁଣିବାକ୍ଷଣି ତଳେ ପଡ଼ି ପ୍ରାଣ ହରାଇଲା; ଆଉ ଯେଉଁମାନେ ଏହି କଥା ଶୁଣିଲେ, ମୋନେ ସମସ୍ତେ ଭୟଭୀତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ। Viz kapitola |