ପ୍ରେରିତ 6:2 - ପବିତ୍ର ବାଇବଲ2 ତେଣୁ ପ୍ରେରିତମାନେ ସମ୍ପୂର୍ଣ୍ଣ ଶିଷ୍ୟ ମଣ୍ଡଳୀକୁ ଡାକି କହିଲେ, “ଆମ୍ଭେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭରରେ ଅବହେଳା କରିବା ଠିକ୍ ହେବ ନାହିଁ। ଖାଦ୍ୟ ବଣ୍ଟନରେ ସମୟ ଦେବା ଅପେକ୍ଷା ପ୍ରଗ୍ଭର କାର୍ଯ୍ୟ ଗ୍ଭଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେଥିରେ ଦ୍ଵାଦଶ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ଵରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ। Viz kapitolaଓଡିଆ ବାଇବେଲ2 ସେଥିରେ ବାର ଜଣ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ୱରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁଁ । Viz kapitolaପବିତ୍ର ବାଇବଲ (CL) NT (BSI)2 ତେଣୁ ବାରଜଣ ପ୍ରେରିତ ଶିଷ୍ୟ ସମସ୍ତ ବିଶ୍ୱାସୀ ଦଳକୁ ଏକତ୍ର କରି କହିଲେ, “ଆର୍ଥିକ କାରବାର ହେତୁ ଈଶ୍ୱରଙ୍କ ବାକ୍ୟ ପ୍ରଚାରରେ ଅବହେଳା କରିବା ଆମ୍ଭମାନଙ୍କ ପକ୍ଷରେ ଯଥାର୍ଥ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ। Viz kapitola |