ପ୍ରେରିତ 6:4 - ପବିତ୍ର ବାଇବଲ4 ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପରିଚର୍ଯ୍ୟାରେ ଏକାଗ୍ରଭାବେ ଲାଗିରହିବା। Viz kapitolaଓଡିଆ ବାଇବେଲ4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା । Viz kapitolaପବିତ୍ର ବାଇବଲ (CL) NT (BSI)4 ତାହାହେଲେ ପ୍ରାର୍ଥନା ଓ ପ୍ରଚାର କାର୍ଯ୍ୟରେ ଆମେ ସଂପୂର୍ଣ୍ଣ ସମୟ ଦେଇପାରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା। Viz kapitola |