ପ୍ରେରିତ 6:6 - ପବିତ୍ର ବାଇବଲ6 ସେମାନେ ଏହି ଲୋକମାନଙ୍କୁ ପ୍ରେରିତମାନଙ୍କ ପାଖରେ ଉପସ୍ଥିତ କରାଇଲେ। ପ୍ରେରିତମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହାତ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହସ୍ତାର୍ପଣ କଲେ। Viz kapitolaଓଡିଆ ବାଇବେଲ6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)6 ପ୍ରେରିତ ଶିଷ୍ୟମାନେ ଏହି ସାତଜଣଙ୍କ ପାଇଁ ପ୍ରାର୍ଥନା କରି ସେମାନଙ୍କ ଉପରେ ହସ୍ତାର୍ପଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ। Viz kapitola |