Online Bible

- Reklamy -




ପ୍ରେରିତ 7:18 - ପବିତ୍ର ବାଇବଲ

18 ସେହି ସମୟରେ ଆଉ ଜଣେ ରାଜା ମିଶରକୁ ରାଜତ୍ୱ କରିବା ପାଇଁ ଆରମ୍ଭ କଲେ। ସେ ଯୋଷେଫଙ୍କୁ ଜାଣି ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

18 ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ଶେଷରେ ଯୋସେଫଙ୍କ ବିଷୟରେ ଜାଣି ନ ଥିବା ଜଣେ ରାଜା ମିସର ଦେଶକୁ ଶାସନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ।

Viz kapitola kopírovat




ପ୍ରେରିତ 7:18

Následuj nás:

Reklamy


Reklamy