ପ୍ରେରିତ 7:19 - ପବିତ୍ର ବାଇବଲ19 ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ୟବହାର କଲେ। ରାଜା ସେମାନଙ୍କର ଶିଶୁମାନଙ୍କୁ ମାରିବା ପାଇଁ ବାହାରେ ପକେଇଦେବାକୁ ସେମାନଙ୍କୁ ବାଧ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ। Viz kapitolaଓଡିଆ ବାଇବେଲ19 ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥି ନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ନିଷ୍ଠୁର ଓ ଖଳ ବ୍ୟବହାର କଲେ, ସେମାନଙ୍କ ନବଜାତ ଶିଶୁମାନଙ୍କୁ ନିପାତ କରିବା ପାଇଁ ସେମାନଙ୍କୁ ବାହାରେ ପକାଇ ଦେବାକୁ ଆଦେଶ ଜାରୀ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ। Viz kapitola |