ପ୍ରେରିତ 7:20 - ପବିତ୍ର ବାଇବଲ20 “ଏହି ସମୟରେ ମୋଶା ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘରେ ତିନି ମାସ ପର୍ଯ୍ୟନ୍ତ ଲାଳନପାଳନ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଦିବ୍ୟ ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ। Viz kapitolaଓଡିଆ ବାଇବେଲ20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ୱରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ଏହି ସମୟରେ ମୋଶା ଜନ୍ମ ହେଲେ। ସେ ଥିଲେ ଗୋଟିଏ ଅତି ସୁନ୍ଦର ଶିଶୁ। ଘରେ ତିନିମାସ ପର୍ଯ୍ୟନ୍ତ ସେ ପାଳିତ ହେଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ବରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ। Viz kapitola |