ପ୍ରେରିତ 7:21 - ପବିତ୍ର ବାଇବଲ21 ତାହାଙ୍କୁ ବାହାରେ ପକାଇ ଦେବା ବେଳେ ଫାରୋଙ୍କର କନ୍ୟା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାଙ୍କୁ ଉଠାଇନେଇ ଆପଣା ପୁତ୍ର ରୂପେ ପ୍ରତିପାଳନ କଲେ। Viz kapitolaଓଡିଆ ବାଇବେଲ21 ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଏବଂ ଯେତେବେଳେ ତାଙ୍କୁ ବାହାରେ ପକାଇ ଦିଆଗଲା, ରାଜାଙ୍କ କନ୍ୟା ତାଙ୍କୁ ପାଇ ନିଜର ସନ୍ତାନ ରୂପେ ଲାଳନପାଳନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇ ନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ। Viz kapitola |