ପ୍ରେରିତ 7:33 - ପବିତ୍ର ବାଇବଲ33 “ତା'ପରେ ପ୍ରଭୁ ତାହାଙ୍କୁ କହିଲେ, ‘ତୁମ୍ଭେ ପାଦରୁ ପାଦୁକା କାଢ଼ିଦିଅ, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହୋଇଛ ତାହା ପବିତ୍ରଭୂମି। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତତ୍ପରେ ପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିଦିଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି। Viz kapitolaଓଡିଆ ବାଇବେଲ33 ତା'ପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି । Viz kapitolaପବିତ୍ର ବାଇବଲ (CL) NT (BSI)33 ପ୍ରଭୁ ତାଙ୍କୁ କହିଲେ, ‘ତୁମର ପାଦକୁ କାଢ଼, କାରଣ ତୁମେ ଯେଉଁଠାରେ ଛିଡ଼ା ହୋଇଛ, ତାହା ପବିତ୍ର ସ୍ଥାନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି। Viz kapitola |