Online Bible

- Reklamy -




ପ୍ରେରିତ 7:40 - ପବିତ୍ର ବାଇବଲ

40 ସେମାନେ ହାରୋଣଙ୍କୁ ଯାଇ କହିଲେ, ‘ଆମ୍ଭମାନଙ୍କର ପଥ ଦେଖାଇବା ପାଇଁ କେତେ ଜଣ ଦେବତାଙ୍କୁ ନିର୍ମାଣ କର। ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ’ଣ ହେଲା ଆମ୍ଭେ ଜାଣି ନାହୁଁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।

Viz kapitola kopírovat

ଓଡିଆ ବାଇବେଲ

40 ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 ସେଥିପାଇଁ ସେମାନେ ହାରୋଣକୁ କହିଲେ, ‘ଏବେ ଆମ୍ଭମାନଙ୍କୁ ବାଟ କଢ଼ାଇ ନେବା ପାଇଁ କେତେକ ଦେବତା ଗଢ଼ି ଦିଅ। ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଥିବା ସେହି ମୋଶା ଯେ କୁଆଡ଼େ ଗଲେ, ତାହା ଆମେ ଜାଣି ନାହୁଁ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।

Viz kapitola kopírovat




ପ୍ରେରିତ 7:40

Následuj nás:

Reklamy


Reklamy