Online Bible

- Reklamy -




ପ୍ରେରିତ 7:54 - ପବିତ୍ର ବାଇବଲ

54 ଯିହୂଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ଼ମଡ଼ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

54 ଏହିସମସ୍ତ କଥା ଶୁଣି ସେମାନେ ମର୍ମାହତ ହେଲେ, ପୁଣି ତାଙ୍କ ପ୍ରତି ଦା; କଡ଼ମଡ଼ କରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

54 ମହାସଭାର ସଦସ୍ୟମାନେ ସ୍ତିଫାନଙ୍କ ଭାଷଣ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ, ତାଙ୍କ ପ୍ରତି ରାଗରେ ଦାନ୍ତ ରଗଡ଼ିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।

Viz kapitola kopírovat




ପ୍ରେରିତ 7:54

Následuj nás:

Reklamy


Reklamy