ପ୍ରେରିତ 7:55 - ପବିତ୍ର ବାଇବଲ55 କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ଵର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ଵରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖି କହିଲେ, Viz kapitolaଓଡିଆ ବାଇବେଲ55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)55 କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ସ୍ୱର୍ଗଆଡ଼େ ଦୃଷ୍ଟିପାତ କଲେ ଏବଂ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ତାଙ୍କର ଦକ୍ଷିଣ ପାଶ୍ୱର୍ରେ ଠିଆ ହୋଇଥିବାର ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ, Viz kapitola |