Online Bible

- Reklamy -




ପ୍ରେରିତ 7:56 - ପବିତ୍ର ବାଇବଲ

56 ସ୍ତିଫାନ କହିଲେ, “ଦେଖ, ମୁଁ ସ୍ୱର୍ଗକୁ ଖୋଲା ଅବସ୍ଥାରେ ଓ ପରମେଶ୍ୱରଙ୍କ ଡାହାଣ ପଟେ ମନୁଷ୍ୟପୁତ୍ରଙ୍କୁ ଠିଆ ହେବାର ଦେଖୁଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

56 ଦେଖନ୍ତୁ, ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖୁଅଛି।

Viz kapitola kopírovat

ଓଡିଆ ବାଇବେଲ

56 ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

56 ସେ କହିଲେ, “ଦେଖ, ମୁଁ ସ୍ୱର୍ଗ ଉନ୍ମୁକ୍ତ ହେବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉଭା ହୋଇଥିବା ଦେଖୁଛି!”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

56 “ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।”

Viz kapitola kopírovat




ପ୍ରେରିତ 7:56

Následuj nás:

Reklamy


Reklamy