Online Bible

- Reklamy -




ପ୍ରେରିତ 7:58 - ପବିତ୍ର ବାଇବଲ

58 ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

58 ପୁଣି, ସେମାନେ ତାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

58 ପୁଣି, ସେମାନେ ତାହାଙ୍କ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

58 ସହର ବାହାରକୁ ତାଙ୍କୁ ଟାଣି ନେଇ, ତାଙ୍କ ଉପରେ ପଥର ଫିଙ୍ଗି ମାରିଦେଲେ। ମିଥ୍ୟା ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ଜିମାରେ ସେମାନଙ୍କ ପୋଷାକସବୁ ଛାଡ଼ି ଯାଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।

Viz kapitola kopírovat




ପ୍ରେରିତ 7:58

Následuj nás:

Reklamy


Reklamy