ପ୍ରେରିତ 7:59 - ପବିତ୍ର ବାଇବଲ59 ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋର ଆତ୍ମା ଗ୍ରହଣ କର। Viz kapitolaଓଡିଆ ବାଇବେଲ59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର । Viz kapitolaପବିତ୍ର ବାଇବଲ (CL) NT (BSI)59 ସେମାନେ ସ୍ତିଫାନଙ୍କ ଉପରେ ପଥର ଫିଙ୍ଗୁଥିବା ସମୟରେ ସେ ପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ପ୍ରଭୁ ଯୀଶୁ, ମୋର ଆତ୍ମାକୁ ଗ୍ରହଣ କର!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।” Viz kapitola |