ପ୍ରେରିତ 8:14 - ପବିତ୍ର ବାଇବଲ14 ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ। Viz kapitolaଓଡିଆ ବାଇବେଲ14 ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)14 ଶମିରୋଣର ଲୋକମାନେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି ବୋଲି ଯିରୂଶାଲମରେ ଥିବା ପ୍ରେରିତ ଶିଷ୍ୟମାନେ ଶୁଣି, ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଶମିରୋଣର ଲୋକମାନେ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମ ସହରରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ। Viz kapitola |