ପ୍ରେରିତ 8:21 - ପବିତ୍ର ବାଇବଲ21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ। Viz kapitolaଓଡିଆ ବାଇବେଲ21 ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)21 ଆମ କାର୍ଯ୍ୟରେ ତୁମର କୌଣସି ଅଂଶ ନାହିଁ। କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମ ହୃଦୟ ସରଳ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ। Viz kapitola |