ପ୍ରେରିତ 8:22 - ପବିତ୍ର ବାଇବଲ22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ; Viz kapitolaଓଡିଆ ବାଇବେଲ22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ; Viz kapitolaପବିତ୍ର ବାଇବଲ (CL) NT (BSI)22 ତେଣୁ ତୁମର ଏହି ମନ୍ଦ ପରିକଳ୍ପନା ପାଇଁ ଅନୁତାପ କର, ଏପରି ବିଷୟ ଚିନ୍ତା କରିଥିବାରୁ ପ୍ରଭୁ ଯେପରି କ୍ଷମା କରିବେ, ସେଥିପାଇଁ ପ୍ରଭୁଙ୍କୁ ପ୍ରାର୍ଥନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ; Viz kapitola |