ପ୍ରେରିତ 8:24 - ପବିତ୍ର ବାଇବଲ24 ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋʼ ପ୍ରତି ନ ବର୍ତ୍ତେ, ଏଥିପାଇଁ ଆପଣମାନେ ମୋʼ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ। Viz kapitolaଓଡିଆ ବାଇବେଲ24 ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)24 ଶିମୋନ ସେମାନଙ୍କୁ କହିଲା, “ଆପଣମାନେ ଯାହା ସବୁ କହିଲେ, ତାହା ଯେପରି ମୋ’ ପ୍ରତି ନ ଘଟେ, ଏଥିପାଇଁ ଅନୁଗ୍ରହ କରି ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ। Viz kapitola |