ପ୍ରେରିତ 9:12 - ପବିତ୍ର ବାଇବଲ12 ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି। Viz kapitolaଓଡିଆ ବାଇବେଲ12 ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥି ନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)12 ହନନିୟ ନାମକ ଜଣେ ବ୍ୟକ୍ତି ଆସି ତାଙ୍କ ଉପରେ ହସ୍ତାର୍ପଣ କଲେ, ସେ ଦୃଷ୍ଟି ଫେରି ପାଇବେ ବୋଲି ଦର୍ଶନ ଲାଭ କରିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।” Viz kapitola |