ପ୍ରେରିତ 9:13 - ପବିତ୍ର ବାଇବଲ13 ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୋ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଉପଦ୍ରବ କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି। Viz kapitolaଓଡିଆ ବାଇବେଲ13 କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)13 ହନନିୟ କହିଲେ, “ପ୍ରଭୁ, ଏହି ବ୍ୟକ୍ତି ଯିରୂଶାଲମରେ ଆପଣଙ୍କ ଲୋକମାନଙ୍କ ପ୍ରତି ଯେଉଁ ନୃଶଂସ କାର୍ଯ୍ୟ ସବୁ କରିଛ, ସେ ସମ୍ପର୍କରେ ଅନେକ ଲୋକ ମୋତେ ଜଣାଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି। Viz kapitola |