ପ୍ରେରିତ 9:14 - ପବିତ୍ର ବାଇବଲ14 ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି। Viz kapitolaଓଡିଆ ବାଇବେଲ14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)14 ଆଉ ସେ ମୁଖ୍ୟ ଯାଜକମାନଙ୍କଠାରୁ କ୍ଷମତା ପତ୍ର ନେଇ, ଦାମାସ୍କସ୍ରେ ଆପଣଙ୍କ ଉପାସନକମାନଙ୍କୁ ଧରି ନେଇ ଯିବା ପାଇଁ ଆସିଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି। Viz kapitola |