Online Bible

- Reklamy -




ପ୍ରେରିତ 9:19 - ପବିତ୍ର ବାଇବଲ

19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା। ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦାମାସ୍କସ୍ରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;

Viz kapitola kopírovat

ଓଡିଆ ବାଇବେଲ

19 ଆଉ ସେ ଭୋଜନ କରି ବଳ ପାଇଲେ ।ଏଥିଉତ୍ତାରେ ସେ ଦମ୍ମେସକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ସେ ଉଠି ଜଳଦୀକ୍ଷା ଗ୍ରହଣ କଲେ ଓ ଭୋଜନ ପାନ କରି ବଳ ପାଇଲେ। ଶାଉଲ ଖ୍ରୀଷ୍ଟ ବିଶ୍ୱାସୀମାନଙ୍କ ସହିତ ଦାମାସ୍କସ୍ରେ କିଛି ଦିନ ରହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;

Viz kapitola kopírovat




ପ୍ରେରିତ 9:19

Následuj nás:

Reklamy


Reklamy