Online Bible

- Reklamy -




ପ୍ରେରିତ 9:20 - ପବିତ୍ର ବାଇବଲ

20 ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ଯୀଶୁ ଯେ ଈଶ୍ଵରଙ୍କର ପୁତ୍ର, ଏହା ସେ ଅବିଳମ୍ଵରେ ସମାଜଗୃହସମୂହରେ ଘୋଷଣା କରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

20 ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ସେ ସିଧାସଳଖ ଉପାସନା ମନ୍ଦିରଗୁଡ଼ିକୁ ଯାଇ, ଯୀଶୁ ଯେ ଈଶ୍ୱରଙ୍କ ପୁତ୍ର, ଏ କଥା ପ୍ରଚାର କରିବାକୁ ଲାଗିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।

Viz kapitola kopírovat




ପ୍ରେରିତ 9:20

Následuj nás:

Reklamy


Reklamy