ପ୍ରେରିତ 9:29 - ପବିତ୍ର ବାଇବଲ29 ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି ସେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାଙ୍କୁ ବଧ କରିବା ସକାଶେ ଚେଷ୍ଟା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)29 ଏସବୁ ବିଷୟରେ ସେ ଗ୍ରୀକ୍ ଭାଷାବାଦୀ ଇହୁଦୀମାନଙ୍କ ସହିତ ମଧ୍ୟ ତର୍କ ବିତର୍କ କଲେ, କିନ୍ତୁ ସେମାନେ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ। Viz kapitola |