Online Bible

- Reklamy -




ପ୍ରେରିତ 9:32 - ପବିତ୍ର ବାଇବଲ

32 ଇତି ମଧ୍ୟରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶେଷରେ ଲୂଦ ନଗରରେ ରହୁଥିବା ସାଧୁମାନଙ୍କ ପାଖରେ ଆସି ପହଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ପିତର ବିଭିନ୍ନ ସ୍ଥାନରେ ଭ୍ରମଣ କରୁ କରୁ ଥରେ ଲୁଦାରେ ବାସ କରୁଥିବା ପ୍ରଭୁଙ୍କ ଲୋକମାନଙ୍କୁ ସାକ୍ଷାତ କରିବାକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ।

Viz kapitola kopírovat




ପ୍ରେରିତ 9:32

Následuj nás:

Reklamy


Reklamy