ପ୍ରେରିତ 9:38 - ପବିତ୍ର ବାଇବଲ38 ଯାଫୋର ବିଶ୍ୱାସୀ ଶିଷ୍ୟମାନେ ଶୁଣିଲେ ଯେ, ପିତର ଲୂଦରେ ଅଛନ୍ତି। ଲୂଦ ଯାଫୋର ପାଖରେ ଥିଲା। ତେଣୁ ସେମାନେ ଦୁଇଜଣଙ୍କୁ ପିତରଙ୍କ ପାଖକୁ ପଠାଇ ଏହି ନିବେଦନ କଲେ, “ଆମ୍ଭ ପାଖକୁ ଶୀଘ୍ର ଆସନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ଵ କରନ୍ତୁ ନାହିଁ। Viz kapitolaଓଡିଆ ବାଇବେଲ38 ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)38 ଯୋପ୍ପା ଲୁଦାଠାରୁ ଦୂରରେ ନ ଥିଲା। ପିତର ଲୁଦାରେ ଅଛନ୍ତି ବୋଲି ଶୁଣି, ଯୋପ୍ପାରେ ଥିବା ବିଶ୍ୱାସୀମାନେ ଦୁଇଜଣ ଲୋକଙ୍କୁ ତାଙ୍କ ନିକଟକୁ କହି ପଠାଇଲେ, “ଦୟା କରି ଶୀଘ୍ର ଆମ ପାଖକୁ ଆସନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ। Viz kapitola |