ପ୍ରେରିତ 9:4 - ପବିତ୍ର ବାଇବଲ4 ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ସେ ଭୂମିରେ ପଡ଼ିଯାଇ ତାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? Viz kapitolaଓଡିଆ ବାଇବେଲ4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)4 ସେ ତଳେ ପଡ଼ିଗଲେ ଏବଂ ବାଣୀ ଶୁଣିଲେ, “ଶାଉଲ! ଶାଉଲ! ତୁମେ କାହିଁକି ମୋତେ ନିର୍ଯ୍ୟାତନା କରୁଛ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?” Viz kapitola |