ପ୍ରେରିତ 9:5 - ପବିତ୍ର ବାଇବଲ5 ଶାଉଲ କହିଲେ, “ପ୍ରଭୁ, ତୁମ୍ଭେ କିଏ?” ସେ କହିଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ। Viz kapitolaଓଡିଆ ବାଇବେଲ5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ । Viz kapitolaପବିତ୍ର ବାଇବଲ (CL) NT (BSI)5 ସେ କହିଲେ, “ପ୍ରଭୁ, ଆପଣ କିଏ?” ପୁନର୍ବାର ସେହି ବାଣୀ ଶୁଣାଗଲା, “ତୁମ୍ଭେ ଯାହାକୁ ନିର୍ଯ୍ୟାତିତ କରୁଛ, ମୁଁ ସେହି ଯୀଶୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।” Viz kapitola |