Online Bible

- Reklamy -




ପ୍ରେରିତ 9:7 - ପବିତ୍ର ବାଇବଲ

7 ତାହାଙ୍କ ସହିତ ଯାତ୍ରା କରୁଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇ ଠିଆ ହେଲେ। ସେମାନେ ଏହି କଥା ଶୁଣିଲେ, କିନ୍ତୁ କାହାକୁ ସେଠାରେ ଦେଖିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁ ଲୋକମାନେ ତାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶଦ୍ଦ ଶୁଣି କାହାରିକି ନ ଦେଖିବାରୁ ଅବାକ୍ ହୋଇ ଠିଆ ହୋଇ ରହିଲେ।

Viz kapitola kopírovat

ଓଡିଆ ବାଇବେଲ

7 ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକି ନ ଦେଖିବାରୁ ଅବାକ୍ ହୋଇ ରହିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ଶାଉଲଙ୍କ ସହଯାତ୍ରୀମାନେ ନିର୍ବାକ୍ ହୋଇ ଅଟକି ଗଲେ; ସେମାନେ ସେହି ବାଣୀ ଶୁଣିଲେ, କିନ୍ତୁ କାହାକୁ ଦେଖିପାରିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକୁ ନ ଦେଖିବାରୁ ଅବାକ୍ ହୋଇ ରହିଲେ।

Viz kapitola kopírovat




ପ୍ରେରିତ 9:7

Následuj nás:

Reklamy


Reklamy