ଆମୋଷ 1:10 - ପବିତ୍ର ବାଇବଲ10 ତେଣୁ ଆମ୍ଭେ ସୋରର ଅଟ୍ଟାଳିକା ନିକଟକୁ ଅଗ୍ନି ପ୍ରେରଣ କରିବା। ସେହି ଅଗ୍ନି ସୋରର ଉଚ୍ଚ ଅଟ୍ଟାଳିକାଗୁଡ଼ିକୁ ଧ୍ୱଂସ କରିଦେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ। Viz kapitolaଓଡିଆ ବାଇବେଲ10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।” Viz kapitola |