Online Bible

- Reklamy -




ଆମୋଷ 1:13 - ପବିତ୍ର ବାଇବଲ

13 ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଅମ୍ମୋନର ଲୋକମାନଙ୍କୁ ଦଣ୍ତ ଦେବା, ଯେଉଁମାନେ ଅନେକ ଅପରାଧ କରିଛନ୍ତି, କାରଣ ସେମାନେ ଗିଲିୟଦରେ ଗର୍ଭବତୀ ନାରୀମାନଙ୍କୁ ହତ୍ୟା କରିଅଛନ୍ତି। ଅମ୍ମୋନର ଲୋକମାନେ ଏହିପରି କାର୍ଯ୍ୟ କଲେ, ଯେଟରୁ ସେମାନଙ୍କର ସୀମା ଅଧିକ ଜାଗା ବଢ଼ାଇବାକୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କରଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।

Viz kapitola kopírovat




ଆମୋଷ 1:13

Následuj nás:

Reklamy


Reklamy