Online Bible

- Reklamy -




ଆମୋଷ 1:14 - ପବିତ୍ର ବାଇବଲ

14 କିନ୍ତୁ ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ପକାଇବା ଏବଂ ଏହା ସେଠାକାର ସମସ୍ତ ପ୍ରାସାଦ ଓ ସେହି ଅଗ୍ନି ଦେଶକୁ ଧ୍ୱଂସ କରିଦେବ ଏବଂ ସେଠାରେ ଯୁଦ୍ଧ ବିଭୀଷିକା ଘୂର୍ଣ୍ଣିବାୟୁ ଆସିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ଵଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ତ ତୋଫାନ ସହିତ ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ;

Viz kapitola kopírovat

ଓଡିଆ ବାଇବେଲ

14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।

Viz kapitola kopírovat




ଆମୋଷ 1:14

Následuj nás:

Reklamy


Reklamy