ଆମୋଷ 1:6 - ପବିତ୍ର ବାଇବଲ6 ସଦାପ୍ରଭୁ ଏହା ହିଁ କହନ୍ତି: “ଘସାର ଲୋକମାନଙ୍କୁ ଆମ୍ଭେ ସେମାନଙ୍କର ବହୁ ଅପରାଧ ପାଇଁ ନିଶ୍ଚୟ ଦଣ୍ତ ଦେବା, କାରଣ ସେମାନେ ସମଗ୍ର ଜାତିମାନଙ୍କୁ ନେଇଯାଇ ଇଦୋମକୁ କ୍ରୀତଦାସରୂପେ ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ। Viz kapitolaଓଡିଆ ବାଇବେଲ6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ। Viz kapitola |