ଆମୋଷ 1:8 - ପବିତ୍ର ବାଇବଲ8 ଆଉ ମଧ୍ୟ ଅସ୍ଦୋଦର ସିଂହାସନରେ ବସିଥିବା ଲୋକଟିକୁ ଧ୍ୱଂସ କରିବା। ଆମ୍ଭେ ଆସ୍କିଲୋନର ରାଜଦଣ୍ତଧାରୀକୁ ମଧ୍ୟ ବିନାଶ କରିବା। ଇକ୍ରୋଣର ଲୋକମାନଙ୍କୁ ମଧ୍ୟ ଆମ୍ଭେ ଦଣ୍ତ ଦେବା। ତା'ପରେ ଯେଉଁ ପଲେଷ୍ଟୀୟମାନେ ବଞ୍ଚିଥିବେ, ସେମାନେ ମଧ୍ୟ ମୃତ୍ୟୁବରଣ କରିବେ।” ସଦାପ୍ରଭୁ ପରମେଶ୍ୱର ଏହିସବୁ କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକି ଓ ଅସ୍କିଲୋନରୁ ରାଜଦଣ୍ତଧାରୀକି ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ , ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Viz kapitola |